ଯିଶାଇୟ 24:9 - ପବିତ୍ର ବାଇବଲ9 ଲୋକମାନେ ସୁରାପାନ କଲାବେଳେ ଆଉ ଆନନ୍ଦ ସଙ୍ଗୀତ ଗାଉ ନାହାନ୍ତି। ସୁରାପାନ ସେମାନଙ୍କୁ ତିକ୍ତ ବୋଧ ହେଉଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)9 ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ। Gade chapit laଓଡିଆ ବାଇବେଲ9 ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ। Gade chapit la |
ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପରେ ପରିଣତ ହେବ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ୟୁରେ ଯେପରି ଆକୁଳ କ୍ରନ୍ଦନ କରାଯାଏ ସେହିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହେବ।”