ଯିଶାଇୟ 25:12 - ପବିତ୍ର ବାଇବଲ12 ପୁଣି ସଦାପ୍ରଭୁ ଲୋକମାନଙ୍କର ଉଚ୍ଚ ପ୍ରାଚୀର ଓ ନିରାପଦ ସ୍ଥାନ ଗୁଡ଼ିକୁ ନିପାତ କରିବେ ଓ ଭୂମିସାତ୍ କରି ତାକୁ ଧୂଳିରେ ମିଶାଇ ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍ କରି ଧୂଳିରେ ମିଶାଇ ଅଛନ୍ତି। Gade chapit laଓଡିଆ ବାଇବେଲ12 ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍ କରି ଧୂଳିରେ ମିଶାଇ ଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍ କରି ଧୂଳିରେ ମିଶାଇ ଅଛନ୍ତି। Gade chapit la |
ପୁଣି ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ସୁଦୃଢ଼ ପ୍ରାଚୀର ସମ୍ପୂର୍ଣ୍ଣ ରୂପେ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ। ବାବିଲର ଲୋକମାନେ କଠିନ ପରିଶ୍ରମ କରିବେ ଓ ନଗରକୁ ରକ୍ଷା କରିବାକୁ କ୍ଳାନ୍ତ ହେବେ। ମାତ୍ର ତାହା କିଛି ସାହାଯ୍ୟ କରିବ ନାହିଁ। ସେମାନେ ସେହି ଅଗ୍ନିଶିଖାରେ ଜାଳେଣି ସ୍ୱରୂପ ଦଗ୍ଧ ହେବେ।”