ଯିଶାଇୟ 25:5 - ପବିତ୍ର ବାଇବଲ5 ଶୁଷ୍କ ଦେଶରେ ତାପକୁ ଦୂର କଲାପରି ବିଦେଶୀମାନଙ୍କର କୋଳାହଳକୁ ତୁମେ ନିବାରଣ କରିବ। ମେଘରେ ଛାୟା ଯେପରି ଗରମ ଦିନରେ ତାପକୁ କୋମଳ କରେ, ତୁମ୍ଭେ ପରମେଶ୍ୱର ଭୟଙ୍କର ଲୋକମାନଙ୍କର ଗୀତକୁ ବନ୍ଦ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେପରି ତୁମ୍ଭେ ଶୁଷ୍କ ଦେଶରେ ତାପକୁ, ସେପରି ବିଦେଶୀମାନଙ୍କର କୋଳାହଳକୁ ନିବାରଣ କରିବ; ଯେପରି ମେଘର ଛାୟା ଦ୍ଵାରା ତାପ, ସେପରି ଭୟଙ୍କର ଲୋକ-ମାନଙ୍କର ଗାୟନ ଧ୍ଵନି କ୍ଷା; କରାଯିବ। Gade chapit laଓଡିଆ ବାଇବେଲ5 ଯେପରି ତୁମ୍ଭେ ଶୁଷ୍କ ଦେଶରେ ତାପକୁ, ସେହିପରି ବିଦେଶୀମାନଙ୍କର କୋଳାହଳକୁ ନିବାରଣ କରିବ; ଯେପରି ମେଘର ଛାୟା ଦ୍ୱାରା ତାପ, ସେହିପରି ଭୟଙ୍କର ଲୋକମାନଙ୍କର ଗାୟନ ଧ୍ୱନି କ୍ଷାନ୍ତ କରାଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେପରି ତୁମ୍ଭେ ଶୁଷ୍କ ଦେଶରେ ତାପକୁ, ସେହିପରି ବିଦେଶୀମାନଙ୍କର କୋଳାହଳକୁ ନିବାରଣ କରିବ; ଯେପରି ମେଘର ଛାୟା ଦ୍ୱାରା ତାପ, ସେହିପରି ଭୟଙ୍କର ଲୋକମାନଙ୍କର ଗାୟନ ଧ୍ୱନି କ୍ଷାନ୍ତ କରାଯିବ। Gade chapit la |