ଯିଶାଇୟ 25:8 - ପବିତ୍ର ବାଇବଲ8 ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହେବ। ମୋର ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦେବେ। ଅତୀତରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ୱର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦେବେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ସେ ମୃତ୍ୟୁକୁ ଅନ; କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି। Gade chapit laଓଡିଆ ବାଇବେଲ8 ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି। Gade chapit la |