ଯିଶାଇୟ 26:19 - ପବିତ୍ର ବାଇବଲ19 ମାତ୍ର ସଦାପ୍ରଭୁ କୁହନ୍ତି: “ତୁମ୍ଭର ମୃତମାନେ ଜୀବିତ ହେବେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ୱାସ ନେବା ଆରମ୍ଭ କରିବେ। ହେ ଧୂଳିନିବାସୀଗଣ ଉଠ, ଆନନ୍ଦ କର, କାରଣ ତୁମ୍ଭେମାନେ ପ୍ରଭାତରେ ତୃଣ ଉପର ଶିଶିର ତୁଲ୍ୟ ଭୂମି ମୃତମାନଙ୍କୁ ଜନ୍ମ ଦେବ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ। Gade chapit laଓଡିଆ ବାଇବେଲ19 ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରିଦେବ। Gade chapit la |