ଯିଶାଇୟ 26:20 - ପବିତ୍ର ବାଇବଲ20 ହେ ମୋର ଲୋକମାନେ, ତୁମ୍ଭେମାନେ ଅନ୍ତରାଳୟରେ ପ୍ରବେଶ କରି ଦ୍ୱାର ରୁଦ୍ଧ କର। ପରମେଶ୍ୱରଙ୍କ କ୍ରୋଧ ଶାନ୍ତ ହେବା ପର୍ଯ୍ୟନ୍ତ ଅଳ୍ପସମୟ ନିଜକୁ ଲୁଗ୍ଭଅ। Gade chapit laପବିତ୍ର ବାଇବଲ (Re-edited) - (BSI)20 ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ଵାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପ କ୍ଷଣ ଆପଣାକୁ ଲୁଚାଅ। Gade chapit laଓଡିଆ ବାଇବେଲ20 ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପ କ୍ଷଣ ଆପଣାକୁ ଲୁଚାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପକ୍ଷଣ ଆପଣାକୁ ଲୁଚାଅ। Gade chapit la |
“ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ।