ଯିଶାଇୟ 26:4 - ପବିତ୍ର ବାଇବଲ4 ତେଣୁ ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ସଦାକାଳ ନିର୍ଭର ରଖ, କାରଣ ସଦାପ୍ରଭୁଙ୍କ ସହିତ ଅନନ୍ତକାଳୀନ ଶୈଳ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତ-କାଳସ୍ଥାୟୀ ଶୈଳ ଅଛି। Gade chapit laଓଡିଆ ବାଇବେଲ4 ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି। Gade chapit la |
ଯିହୋଶାଫଟଙ୍କ ସୈନ୍ୟଦଳ ପ୍ରଭାତରେ ତକୋୟର ମରୁଭୂମି ମଧ୍ୟକୁ ଯୁଦ୍ଧ ପାଇଁ ଯାତ୍ରା କଲେ। ସେମାନେ ଯାତ୍ରାରମ୍ଭ କରିବା ସମୟରେ ଯିହୋଶାଫଟ୍ ଉଠି ଠିଆ ହେଲେ ଓ କହିଲେ, “ଯିହୁଦା ଓ ଯିରୁଶାଲମର ସମସ୍ତ ଲୋକ ମୋ’ କଥା ଶୁଣ। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ, ତେବେ ତୁମ୍ଭେମାନେ ଦୃଢ଼ ରୂପେ ଠିଆ ହୋଇ ପାରିବ। ସଦାପ୍ରଭୁଙ୍କର ଭବିଷ୍ୟଦ୍ବକ୍ତାମାନଙ୍କଠାରେ ବିଶ୍ୱାସ ରଖ। ତୁମ୍ଭେମାନେ କୃତକାର୍ଯ୍ୟ ହେବ।”
ତା'ପରେ ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନି ଜଣ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦେବତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ୟ ରାଜବାକ୍ୟ ଅମାନ୍ୟ କରି ଆପଣା ପରମେଶ୍ୱରଙ୍କ ସେବା କଲେ।