ଯିଶାଇୟ 26:7 - ପବିତ୍ର ବାଇବଲ7 ସାଧୁତା ଧାର୍ମିକମାନଙ୍କର ଜୀବନ ଧାରଣର ମାର୍ଗ। ସେମାନେ ସରଳ ଓ ସତ୍ୟପଥ ଅନୁସରଣ କରନ୍ତି। ପୁଣି ହେ ପରମେଶ୍ୱର, ତୁମ୍ଭେ ସେହି ପଥକୁ ଅନୁସରଣ ପାଇଁ ଅଧିକ ସୁଗମ ଓ ସରଳ କର। Gade chapit laପବିତ୍ର ବାଇବଲ (Re-edited) - (BSI)7 ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ। Gade chapit laଓଡିଆ ବାଇବେଲ7 ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ। Gade chapit la |
ହେ ମୋର ପରମେଶ୍ୱର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ୱସ୍ତ ହୃଦୟରେ, ଆନନ୍ଦିତ ମନରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠାରେ ଏକତ୍ରିତ ହେବାର ଦେଖୁଅଛି। ଆଉ ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ଆନନ୍ଦିତ ମନରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।