ଯିଶାଇୟ 27:12 - ପବିତ୍ର ବାଇବଲ12 ସେଦିନ ସଦାପ୍ରଭୁ ଅନ୍ୟମାନଙ୍କଠାରୁ ତାଙ୍କର ଦାସମାନଙ୍କୁ ଅଲଗା କରିବେ। ଫରାତ୍ ନଦୀଠାରୁ ଆରମ୍ଭକରି ମିଶର ନଦୀ ପର୍ଯ୍ୟନ୍ତ ସେ ଲୋକମାନଙ୍କୁ ଏକତ୍ରିତ କରିବେ। ପୁଣି ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଗୋଟି ଗୋଟି ହୋଇ ସଂଗୃହୀତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ସେଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି ହେ ଇସ୍ରାଏଲସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ। Gade chapit laଓଡିଆ ବାଇବେଲ12 ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ। Gade chapit la |