ଯିଶାଇୟ 27:13 - ପବିତ୍ର ବାଇବଲ13 ସେଦିନ ଗୋଟିଏ ବଡ଼ ମେଷର ତୂରୀବାଜିବ। ଅଶୂର ଦେଶରେ ହଜି ଯାଇଥିବା ଲୋକ ଏବଂ ମିଶରକୁ ବିତାଡ଼ିତ ହୋଇଥିବା ଲୋକମାନେ ସେଦିନ ଆସିବେ। ଯିରୁଶାଲମର ପବିତ୍ର ପର୍ବତରେ ସେମାନେ ସଦାପ୍ରଭୁଙ୍କୁ ପ୍ରଣାମ କରିବା ପାଇଁ ଏକତ୍ରିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ। Gade chapit laଓଡିଆ ବାଇବେଲ13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ। Gade chapit la |
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇସ୍ରାଏଲର ମୁକ୍ତିଦାତା ଓ ତା'ର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ୱସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, “ତାଙ୍କ ସକାଶେ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”