Biblia Todo Logo
Bib sou entènèt

- Piblisite -




ଯିଶାଇୟ 27:2 - ପବିତ୍ର ବାଇବଲ

2 ସେଦିନ ଲୋକେ ଏକ ଦ୍ରାକ୍ଷାକ୍ଷେତ୍ର ଉଦ୍ଦେଶ୍ୟରେ ଗାନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର।

Gade chapit la Kopi

ଓଡିଆ ବାଇବେଲ

2 ସେହି ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେହି ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର।

Gade chapit la Kopi




ଯିଶାଇୟ 27:2
6 Referans Kwoze  

ହେ ଯିହୁଦା, ମୁଁ ତୁମ୍ଭକୁ ସ୍ୱତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତେବେ ତୁମ୍ଭେ କାହିଁକି ବନ୍ୟ ଦ୍ରାକ୍ଷାଲତା ହେଲ?


ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାଇଲେ: “ହେ କୂପଜଳ, ଉଚ୍ଛୁଳିଉଠ, ତହିଁ ଉଦ୍ଦେଶ୍ୟରେ ଗାନ କର।


Swiv nou:

Piblisite


Piblisite