ଯିଶାଇୟ 27:3 - ପବିତ୍ର ବାଇବଲ3 “ମୁଁ, ସଦାପ୍ରଭୁ ସେହି ଉଦ୍ୟାନକୁ ରକ୍ଷା କରିବି। ଯଥା ସମୟରେ ସେଥିରେ ଜଳ ସେଚନ କରିବି। ଦିବାରାତ୍ରି ତାକୁ ଜଗି ରହିବି ଯେପରି କେହି ତା'ର କିଛି କ୍ଷତି କରିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା। Gade chapit laଓଡିଆ ବାଇବେଲ3 “ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା। Gade chapit la |