ଯିଶାଇୟ 28:14 - ପବିତ୍ର ବାଇବଲ14 ହେ ଯିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; Gade chapit laଓଡିଆ ବାଇବେଲ14 ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; Gade chapit la |
ବର୍ତ୍ତମାନ ଆଉ ତୁମ୍ଭେମାନେ ସିନ୍ଦୁକ ହୁଅ ନାହିଁ। ଯଦି ତୁମ୍ଭେ ତାହା କର, ତୁମ୍ଭ ଗ୍ଭରି ପାଖରେ ଥିବା ବନ୍ଧନ ରଜ୍ଜୁ ଦୃଢ଼ ହେବ। କାରଣ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ବାକ୍ୟ ଆମ୍ଭେ ଯାହା ଶୁଣିଛୁ ତାହା ଅନ୍ୟଥା ହେବ ନାହିଁ। ଯେହେତୁ ସେ ସମଗ୍ର ବିଗ୍ଭର ଶାସନକର୍ତ୍ତା, ତାଙ୍କର ବାକ୍ୟ ଓ କାର୍ଯ୍ୟ ନିଶ୍ଚିତରୂପେ କାର୍ଯ୍ୟକାରୀ ହେବ। ଆଉ ସେ ସମଗ୍ର ବିଶ୍ୱକୁ ନିଶ୍ଚିତ ଧ୍ୱଂସ କରିବେ।