ଯିଶାଇୟ 28:15 - ପବିତ୍ର ବାଇବଲ15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁସହିତ ସନ୍ଧି କରିଅଛୁ ଓ ପାତାଳ ସହିତ ଚୁକ୍ତି କରିଅଛୁ। ତେଣୁ ଜଳ ପ୍ରଳୟରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭେମାନେ ମିଥ୍ୟାର ଆଶ୍ରୟ ନେଇଅଛୁ ଓ ଅସତ୍ୟ ପଛରେ ନିଜକୁ ଲୁଗ୍ଭଇ ରଖିଅଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭେମାନେ କହିଅଛ, ଆମ୍ଭେମାନେ ମୃତ୍ୟୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ; Gade chapit laଓଡିଆ ବାଇବେଲ15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,” Gade chapit la |
ଆମ୍ଭେ ନିଶ୍ଚିତ କରିବୁ ଯେହେତୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହରେ ଓ ଯିରୁଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭେମାନେ ପେୟନୈବେଦ୍ୟ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇଲୁ ଏବଂ ସୁଖରେ ଥିଲୁ। କୌଣସି ଅମଙ୍ଗଳ ଆମ୍ଭ ପ୍ରତି ଘଟି ନ ଥିଲା।