ଯିଶାଇୟ 28:18 - ପବିତ୍ର ବାଇବଲ18 ମୃତ୍ୟୁ ସହିତ ତୁମ୍ଭମାନଙ୍କର ଚୁକ୍ତି ରହିତ ହେବ, ପାତାଳ ସହିତ ସନ୍ଧି କିଛି କାମ ଦେବ ନାହିଁ। “କେତେକ ଲୋକ ତୁମ୍ଭମାନଙ୍କୁ ଶାସ୍ତି ଦେବାକୁ ଆସିବେ। ପ୍ରଳୟରୂପୀ ଜଳ କୋରଡ଼ା ସଦୃଶ ତୁମ୍ଭମାନଙ୍କୁ ପାଦରେ ଦଳି ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି, ମୃତ୍ୟୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ଵାରା ଦଳିତ ହେବ। Gade chapit laଓଡିଆ ବାଇବେଲ18 ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ। Gade chapit la |
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”