ଯିଶାଇୟ 28:21 - ପବିତ୍ର ବାଇବଲ21 ସଦାପ୍ରଭୁ ପାରାସୀମ ପର୍ବତରେ ଉଠିଲାପରି ଉଠିବେ। ଗିବିୟୋନ ଉପତ୍ୟକାରେ ଯେପରି କ୍ରୋଧାନ୍ୱିତ ହୋଇଥିଲେ, ସେହିପରି କ୍ରୋଧ କରିବେ। ସେତେବେଳେ ସେ ଅଦ୍ଭୂତକାର୍ଯ୍ୟ ସାମ୍ପାଦନ କରିବେ। ପୁଣି ସେ ନିଜର କାର୍ଯ୍ୟ ତଥା ଅଲୌକିକ କାର୍ଯ୍ୟ ସମ୍ପନ୍ନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେପରି ଉଠିବେ, ଯେପରି ଗିବୀୟୋନର ତଳଭୂମିରେ, ସେପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ । Gade chapit laଓଡିଆ ବାଇବେଲ21 ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ। Gade chapit la |