Biblia Todo Logo
Bib sou entènèt

- Piblisite -




ଯିଶାଇୟ 28:24 - ପବିତ୍ର ବାଇବଲ

24 କୃଷକ କ’ଣ ବୀଜ ବପନ ପାଇଁ ସର୍ବଦା ଜମିକୁ କର୍ଷଣ କରେ? ସେ କ’ଣ ସର୍ବଦା ଭୂମିକୁ ଶିଆର କରି ଟେଳା ଭାଙ୍ଗେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କୃଷକ ବୀଜ ବୁଣିବା ପାଇଁ କʼଣ ନିତ୍ୟ ହଳ ବୁଲାଏ? ସେ କʼଣ ନିତ୍ୟ ଶୀଆର କରି ଆପଣାର ଭୂମିର ଟେଳା ଭାଙ୍ଗେ?

Gade chapit la Kopi

ଓଡିଆ ବାଇବେଲ

24 କୃଷକ ବୀଜ ବୁଣିବା ପାଇଁ କ’ଣ ନିତ୍ୟ ହଳ ବୁଲାଏ ? ସେ କ’ଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କୃଷକ ବୀଜ ବୁଣିବା ପାଇଁ କʼଣ ନିତ୍ୟ ହଳ ବୁଲାଏ? ସେ କʼଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ?

Gade chapit la Kopi




ଯିଶାଇୟ 28:24
5 Referans Kwoze  

କାରଣ ସଦାପ୍ରଭୁ ଯିହୁଦା ଓ ଯିରୁଶାଳମର ଲୋକମାନଙ୍କୁ ଏହିକଥା କହନ୍ତି, “ତୁମ୍ଭେମାନେ ନିଜ ପାଇଁ ପଡ଼ିଆ ଭୂମି ପ୍ରସ୍ତୁତ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।


ତୁମ୍ଭେମାନେ ମନୋଯୋଗ ସହକାରେ ଆମ୍ଭର ବାକ୍ୟ ପ୍ରତି ଧ୍ୟାନ ଦିଅ ଓ ଗ୍ରହଣ କର।


କୃଷକ ଜମିକୁ ପ୍ରସ୍ତୁତ କରି ସମାନ କଲାପରେ ବିଭିନ୍ନ ପ୍ରକାର ବୀଜ ବିଭିନ୍ନ ଭାବରେ ବପନ କରେ। କଳାଜିରା ବିଞ୍ଚି ଦିଏ ଓ ଜିରା ବୁଣି ଦିଏ। ଧାଡ଼ି ଧାଡ଼ିକରି ଗହମ ଓ ନିରୂପିତ ସ୍ଥାନରେ ଯବ ଏବଂ କ୍ଷେତ୍ରର ସୀମାରେ ଜହ୍ନା ବୁଣିଥାଏ।


ଜନ୍ମ ହେବାର ଏକ ସମୟ ଅଛି, ଏବଂ ମରିବା ପାଇଁ ମଧ୍ୟ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି, ବୃକ୍ଷ ଉପାଡ଼ିବା ପାଇଁ ମଧ୍ୟ ଏକ ସମୟ ଅଛି।


Swiv nou:

Piblisite


Piblisite