Biblia Todo Logo
Bib sou entènèt

- Piblisite -




ଯିଶାଇୟ 28:25 - ପବିତ୍ର ବାଇବଲ

25 କୃଷକ ଜମିକୁ ପ୍ରସ୍ତୁତ କରି ସମାନ କଲାପରେ ବିଭିନ୍ନ ପ୍ରକାର ବୀଜ ବିଭିନ୍ନ ଭାବରେ ବପନ କରେ। କଳାଜିରା ବିଞ୍ଚି ଦିଏ ଓ ଜିରା ବୁଣି ଦିଏ। ଧାଡ଼ି ଧାଡ଼ିକରି ଗହମ ଓ ନିରୂପିତ ସ୍ଥାନରେ ଯବ ଏବଂ କ୍ଷେତ୍ରର ସୀମାରେ ଜହ୍ନା ବୁଣିଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚିଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

25 ସେ କ’ଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କ’ଣ ଜହ୍ନା ବୁଣେ ନାହିଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ?

Gade chapit la Kopi




ଯିଶାଇୟ 28:25
5 Referans Kwoze  

ପୁନର୍ବାର ପରମେଶ୍ୱର କହିଲେ, “ତୁମ୍ଭେ ନିଜ ପାଇଁ ଗହମ, ଯବ, ଶିମ, ମସୁର, ଜୋଆର, ଓ ଯନ୍ନା ନେଇ ସେଗୁଡ଼ିକୁ ଗୋଟିଏ ପାତ୍ରରେ ରଖ। ତୁମ୍ଭେ ତୁମ୍ଭର ଖାଦ୍ୟ ଏଥିରୁ ପ୍ରସ୍ତୁତ କରିବା ଉଚିତ୍। ଏହା ତୁମ୍ଭେ 390 ଦିନ ପର୍ଯ୍ୟନ୍ତ ତୁମ୍ଭେ ଖାଇବ ଏବଂ ଅନ୍ୟ ଏକ ପାର୍ଶ୍ୱରେ ପଡ଼ିରହିବ। ସେହି ଦିନଗୁଡ଼ିକରେ ଏହିସବୁ ଖାଦ୍ୟ ଭୋଜନ କରିବ।


“ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖରେ ଯାହା ଅଛି, ତା'ର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ୟ ଦଶ ଭାଗରୁ ଏକ ଭାଗ ତୁମ୍ଭେ ପରମେଶ୍ୱରଙ୍କୁ ଦେଉଛ, କିନ୍ତୁ ତୁମ୍ଭେମାନେ ନିୟମର ଅଧିକ ନ୍ୟାୟ, ଦୟା ଓ ବିଶ୍ୱାସ ଭଳି ମହତ୍ତ୍ୱପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁ ନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚିତ୍। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ୟ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚିତ୍।


କୃଷକ କ’ଣ ବୀଜ ବପନ ପାଇଁ ସର୍ବଦା ଜମିକୁ କର୍ଷଣ କରେ? ସେ କ’ଣ ସର୍ବଦା ଭୂମିକୁ ଶିଆର କରି ଟେଳା ଭାଙ୍ଗେ?


ଆମ୍ଭର ପ୍ରଭୁ ପରମେଶ୍ୱର ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ଏପରି କରୁଛନ୍ତି। ସେ ଆମ୍ଭମାନଙ୍କୁ ଏହି ଦୃଷ୍ଟାନ୍ତ ଦେଖାଇ ଯଥାର୍ଥ ଭାବରେ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି।


Swiv nou:

Piblisite


Piblisite