Biblia Todo Logo
Bib sou entènèt

- Piblisite -




ଯିଶାଇୟ 29:11 - ପବିତ୍ର ବାଇବଲ

11 ସେସବୁ ଜିନିଷର ଦୃଶ୍ୟବଦ୍ଧ ପୁସ୍ତକ ପରି! ଯଦି ତୁମ୍ଭେ ତାକୁ କୌଣସି ଜଣକୁ ଦେବ ଯିଏ ପଢ଼ିପାରିବ ଏବଂ କହିବ, “ଏହାକୁ ପଢ଼। ସେ କହିବ, ମୁଁ କରି ନ ପାରେ, ଏହା ବନ୍ଦ ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି ଏହା ପାଠ କର କହିଲେ, ସେ କହେ, ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ;

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।”

Gade chapit la Kopi




ଯିଶାଇୟ 29:11
11 Referans Kwoze  

ଯୀଶୁ କହିଲେ, “ସ୍ୱର୍ଗରାଜ୍ୟର ନିଗୂଢ଼ ସତ୍ୟ ଜାଣିବା ପାଇଁ କେବଳ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସେମାନଙ୍କୁ ଦିଆଯାଇ ନାହିଁ।


“ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷକାଳ ପର୍ଯ୍ୟନ୍ତ ଏହି ବାକ୍ୟ ସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରିତ କରି ରଖ। ଅନେକ ଏଣେତେଣେ ପ୍ରକୃତ ଜ୍ଞାନର ଅନ୍ୱେଷଣ କରିବେ ଓ ଜ୍ଞାନର ବୃଦ୍ଧି ହେବ।”


ଯିଶାଇୟ କହିଲେ, “ତୁମ୍ଭେ ଏକ ଚୁକ୍ତିକର ଓ ଏହାକୁ ମୁଦ୍ରିତ କର। ମୋର ଶିକ୍ଷାଗୁଡ଼ିକୁ ଭବିଷ୍ୟତ ପାଇଁ ରକ୍ଷାକର। ମୋର ଶିଷ୍ୟମାନଙ୍କ ପାଇଁ ଏହା କର।”


ତେଣୁ ସେ କହିଲେ, “ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର। କାରଣ ଶେଷକାଳ ପର୍ଯ୍ୟନ୍ତ ଏହି ବାକ୍ୟ ସକଳ ବନ୍ଦ ଓ ମୁଦ୍ରିତ ହୋଇଅଛି।


ସେତେବେଳେ ଯୀଶୁ କହିଲେ, “ହେ ପରମପିତା, ତୁମ୍ଭେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଗ୍ଭଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନିକଟରେ ସେଗୁଡ଼ିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।


ତା'ପରେ ମୁଁ ମେଷଶାବକଙ୍କୁ ପୁସ୍ତକର ସାତମୁଦ୍ରାଙ୍କ ମଧ୍ୟରୁ ପ୍ରଥମ ମୁଦ୍ରାକୁ ଭାଙ୍ଗିବାର ଦେଖିଲି। ସେହି ଗ୍ଭରି ଜଣ ଜୀବିତ ପ୍ରାଣୀଙ୍କ ମଧ୍ୟରୁ ଜଣେ ବଜ୍ର ପରି ଉଚ୍ଚ ସ୍ୱରରେ କହିଲେ, “ଆସ”


ଉତ୍ତରରେ ଯୀଶୁ କହିଲେ, “ହେ ଶିମୋନ! ଯୂନସଙ୍କ ପୁତ୍ର! ତୁମ୍ଭେ ଧନ୍ୟ! ଏ କଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମୋ’ ସ୍ୱର୍ଗୀୟ ପିତା ତୁମ୍ଭକୁ ଏ କଥା ଶିଖାଇଛନ୍ତି।


ମାତ୍ର ବର୍ତ୍ତମାନ ସେହି ପ୍ରାଚୀନ ବ୍ୟକ୍ତିଗଣ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଛନ୍ତି ଓ ସୁରାପାନରେ ବିପଥଗାମୀ ହୋଇଛନ୍ତି। ଯାଜକ ଓ ଭବିଷ୍ୟ‌ଦ୍‌ବକ୍ତା ସୁରାପାନ ଦ୍ୱାରା ବିଭ୍ରାନ୍ତ ହୋଇଛନ୍ତି। ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି ଓ ସେମାନେ ସୁରାପାନ ଦ୍ୱାରା ବିପଥରେ ଯାଇଛନ୍ତି। ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି ଓ ବିଗ୍ଭରରେ ଝୁଣ୍ଟି ପଡ଼ନ୍ତି।


ଯଦି ତୁମ୍ଭେ କୌଣସି ଅଶିକ୍ଷିତ ଲୋକକୁ ପଢ଼ିବାକୁ ଦେବ, ସେମାନେ ମଧ୍ୟ ସାଧାରଣ ଭାବରେ କହିବେ, “ସେଗୁଡ଼ିକ ଅକ୍ଷରରେ ଛପା ହୋଇଛି। ମୁଁ ପଢ଼ିପାରିବି ନାହିଁ।”


ପୁଣି ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ ଓ ଅନ୍ଧକାର ଏବଂ କୁହୁଡ଼ି ମଧ୍ୟରେ ଅନ୍ଧ ଦେଖିବ।


Swiv nou:

Piblisite


Piblisite