Biblia Todo Logo
Bib sou entènèt

- Piblisite -




ଯିଶାଇୟ 29:12 - ପବିତ୍ର ବାଇବଲ

12 ଯଦି ତୁମ୍ଭେ କୌଣସି ଅଶିକ୍ଷିତ ଲୋକକୁ ପଢ଼ିବାକୁ ଦେବ, ସେମାନେ ମଧ୍ୟ ସାଧାରଣ ଭାବରେ କହିବେ, “ସେଗୁଡ଼ିକ ଅକ୍ଷରରେ ଛପା ହୋଇଛି। ମୁଁ ପଢ଼ିପାରିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି ଏହା ପାଠ କର କହିଲେ, ସେ କହେ, ମୁଁ ଶିକ୍ଷିତ ଲୋକ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

12 ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ମୁଁ ଶିକ୍ଷିତ ଲୋକ ନୁହେଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ମୁଁ ଶିକ୍ଷିତ ଲୋକ ନୁହେଁ।”

Gade chapit la Kopi




ଯିଶାଇୟ 29:12
8 Referans Kwoze  

ପୁଣି ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ ଓ ଅନ୍ଧକାର ଏବଂ କୁହୁଡ଼ି ମଧ୍ୟରେ ଅନ୍ଧ ଦେଖିବ।


“ଜ୍ଞାନ ଅଭାବ ଯୋଗୁଁ ଆମ୍ଭର ଲୋକମାନେ ବିନଷ୍ଟ ହୁଅନ୍ତି। କାରଣ ତୁମ୍ଭେମାନେ ଜ୍ଞାନରୁ ବିମୁଖ ହୋଇଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭ ପାଇଁ ଯାଜକ ହେବାକୁ ବାରଣ କରିବା। ତୁମ୍ଭେମାନେ ତୁମ୍ଭ ପରମେଶ୍ୱରଙ୍କ ନିୟମକୁ ଭୁଲିଯାଇଛ, ତେଣୁ ଆମ୍ଭେ ତୁମ୍ଭ ପିଲାମାନଙ୍କୁ ଭୁଲିଯିବା।


ତେଣୁ ମୁଁ ନିଜକୁ କହିଲି, “ନିଶ୍ଚୟ ସେମାନେ ଦରିଦ୍ର, ଏବଂ ନିର୍ବୋଧ, କାରଣ ସେମାନେ ସଦାପ୍ରଭୁଙ୍କର ପଥ କିଅବା ତାଙ୍କର ଶିକ୍ଷା ଜାଣନ୍ତି ନାହିଁ।


ଯିଶାଇୟ କହିଲେ, “ତୁମ୍ଭେ ଏକ ଚୁକ୍ତିକର ଓ ଏହାକୁ ମୁଦ୍ରିତ କର। ମୋର ଶିକ୍ଷାଗୁଡ଼ିକୁ ଭବିଷ୍ୟତ ପାଇଁ ରକ୍ଷାକର। ମୋର ଶିଷ୍ୟମାନଙ୍କ ପାଇଁ ଏହା କର।”


ସେସବୁ ଜିନିଷର ଦୃଶ୍ୟବଦ୍ଧ ପୁସ୍ତକ ପରି! ଯଦି ତୁମ୍ଭେ ତାକୁ କୌଣସି ଜଣକୁ ଦେବ ଯିଏ ପଢ଼ିପାରିବ ଏବଂ କହିବ, “ଏହାକୁ ପଢ଼। ସେ କହିବ, ମୁଁ କରି ନ ପାରେ, ଏହା ବନ୍ଦ ଅଛି।”


ମୋର ପ୍ରଭୁ କୁହନ୍ତି, “ସେମାନଙ୍କର ମୁଖ ସହିତ ଏହି ଲୋକମାନେ ମୋ’ ପାଖକୁ ଆସନ୍ତି। ସେମାନେ ନିଜର ଓଷ୍ଠାଧରରେ ମୋର ସମ୍ମାନ କରନ୍ତି। ମାତ୍ର ପ୍ରକୃତରେ ସେମାନେ ମୋ'ଠାରୁ ବହୁତ ଦୂରେଇ ରହନ୍ତି। ମୋ’ ପ୍ରତି ସେମାନଙ୍କର ଭୟ ଓ ପ୍ରେମ ଅନ୍ୟ କିଛି ନୁହେଁ, କିନ୍ତୁ କେବଳ ମାନବିକ ଶିକ୍ଷା ଓ ବେଳେବେଳେ ଉପଦେଶ।


Swiv nou:

Piblisite


Piblisite