Biblia Todo Logo
Bib sou entènèt

- Piblisite -




ଯିଶାଇୟ 29:14 - ପବିତ୍ର ବାଇବଲ

14 ତେଣୁ ଏହି ଲୋକମାନଙ୍କୁ ଚକିତ କରିବା ପାଇଁ ମୁଁ ଅ‌‌ଦ୍‌‌ଭୂତ ଓ ଆଶ୍ଚର୍ଯ୍ୟ କର୍ମମାନ କରି ଗ୍ଭଲିବି। ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନେ ସେମାନଙ୍କର ବୁଦ୍ଧି ହରାଇବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟ କର୍ମ କରିବା, ପୁଣି ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।

Gade chapit la Kopi

ଓଡିଆ ବାଇବେଲ

14 ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟ କର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।”

Gade chapit la Kopi




ଯିଶାଇୟ 29:14
24 Referans Kwoze  

ସଦାପ୍ରଭୁ ଉତ୍ତର ଦେଲେ, “ଅନ୍ୟ ଗୋଷ୍ଠୀଗୁଡ଼ିକୁ ଗ୍ଭହଁ। ସେମାନଙ୍କୁ ଲକ୍ଷ୍ୟ କର ଏବଂ ତୁମ୍ଭେ ଆଶ୍ଚର୍ଯ୍ୟାନ୍ୱିତ ହେବ। ତୁମ୍ଭର ଜୀବନ କାଳ ମଧ୍ୟରେ ଆମ୍ଭେ ଯାହା କରିବା ତାହା ତୁମ୍ଭକୁ ଆଶ୍ଚର୍ଯ୍ୟାନ୍ୱିତ କରିବ। ଯଦି କେହି ତୁମ୍ଭକୁ କହେ, କ’ଣ ହେବାକୁ ଯାଉଥିଲା, ତୁମ୍ଭେ କେବେ ବିଶ୍ୱାସ କରି ନ ଥା’ନ୍ତ।


ସଦାପ୍ରଭୁ ପାରାସୀମ ପର୍ବତରେ ଉଠିଲାପରି ଉଠିବେ। ଗିବିୟୋନ ଉପତ୍ୟକାରେ ଯେପରି କ୍ରୋଧାନ୍ୱିତ ହୋଇଥିଲେ, ସେହିପରି କ୍ରୋଧ କରିବେ। ସେତେବେଳେ ସେ ଅ‌‌ଦ୍‌‌ଭୂତକାର୍ଯ୍ୟ ସାମ୍ପାଦନ କରିବେ। ପୁଣି ସେ ନିଜର କାର୍ଯ୍ୟ ତଥା ଅଲୌକିକ କାର୍ଯ୍ୟ ସମ୍ପନ୍ନ କରିବେ।


ସୈନ୍ୟାଧିପତି ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି, “ତୈମନରେ ଆଉ କ’ଣ ଜ୍ଞାନ ନାହିଁ? ଉତ୍ତମ ପରାମର୍ଶ ଦେବାକୁ ଇଦୋମରେ କ’ଣ ଜ୍ଞାନୀ ନାହାନ୍ତି? ସେମାନଙ୍କର ବୁଦ୍ଧି କ’ଣ ଅନ୍ତର୍ହିତ ହୋଇଅଛି?


ମୁଁ ତୁମ୍ଭମାନଙ୍କୁ କହୁଛି, ତୁମ୍ଭେମାନେ ଏବେ ଯାହା ଦେଖୁଛ, ତାହା ଦେଖିବା ପାଇଁ ଅନେକ ଭବିଷ୍ୟ‌ଦ୍‌ବକ୍ତା ଓ ରାଜା ଗ୍ଭହିଁଥିଲେ। କିନ୍ତୁ ସେମାନେ ଏସବୁ ଦେଖି ପାରି ନ ଥିଲେ। ତୁମ୍ଭେମାନେ ଏବେ ଯାହା ଶୁଣୁଛ, ତାହା ଶୁଣିବା ପାଇଁ ଅନେକ ଭବିଷ୍ୟ‌ଦ୍‌ବକ୍ତା ଓ ରାଜା ଗ୍ଭହିଁଥିଲେ। କିନ୍ତୁ ସେମାନେ ଏସବୁ ଶୁଣି ପାରି ନ ଥିଲେ।”


ସଦାପ୍ରଭୁ କୁହନ୍ତି, “ସେହି ଦିନ ଆମ୍ଭେ ଇଦୋମରୁ ଜ୍ଞାନୀ ଲୋକମାନଙ୍କୁ ଧ୍ୱଂସ କରିବା। ଆମ୍ଭେ ଏଷୌ ପର୍ବତରେ ବୁଦ୍ଧିମାନ ଲୋକମାନଙ୍କୁ ଧ୍ୱଂସ କରିବା।


ପରମେଶ୍ୱର ଚତୁର ଲୋକମାନଙ୍କୁ ମଧ୍ୟ ତାଙ୍କ ଫାନ୍ଦରେ ଧରନ୍ତି, ସେମାନଙ୍କର ଚତୁର ଯୋଜନା ସଫଳ କରାନ୍ତି ନାହିଁ।


କାହିଁକି କାରଣ ପରମେଶ୍ୱରଙ୍କ ଦୃଷ୍ଟିରେ ଜାଗତିକ ଜ୍ଞାନ ପ୍ରକୃତରେ ମୂର୍ଖତା ଅଟେ। ଶାସ୍ତ୍ର କୁହେ; “ଯେତେବେଳେ ଜ୍ଞାନୀମାନେ ନିଜ ଚତୁରତାରେ ବ୍ୟବହାର କରନ୍ତି, ପରମେଶ୍ୱର ସେତେବେଳେ ସେମାନଙ୍କୁ ଧରନ୍ତି।”


ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ କରିବାକୁ ଲୋକେ ଗୁରୁତ୍ୱ ଦେଲେ ନାହିଁ। ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ବିକୃତ ଚିନ୍ତାରେ ରହିବାକୁ ଛାଡ଼ି ଦେଲେ ଓ ସେମାନେ ଅନୁଚିତ୍ କର୍ମକରି ରହିଲେ।


ମିଶରୀୟମାନେ ବିଭ୍ରାନ୍ତ ହେବେ। ସେମାନେ କ’ଣ କରିବେ ବୋଲି ପ୍ରତିମାମାନଙ୍କୁ ଓ ଗୁଣୀ ଜ୍ଞାନୀମାନଙ୍କୁ ପଗ୍ଭରିବେ। ଆଉ ମଧ୍ୟ ସେମାନେ ଯାକୁବର ଓ ଗୁଣିଆମାନଙ୍କର ପରାମର୍ଶ ନେବେ। ମାତ୍ର ସେମାନଙ୍କର ଉପଦେଶ ଅର୍ଥହୀନ ହେବ।”


ମୋର ପ୍ରଭୁ ଯିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧରେ ସମସ୍ତ କାର୍ଯ୍ୟ ସମାପ୍ତ କଲାପରେ ଅଶୂରକୁ ଦଣ୍ଡ ଦେବେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ୱର ତାଙ୍କୁ ଦଣ୍ଡ ଦେବେ।


ଆମ୍ଭେ ମିଥ୍ୟାବାଦୀମାନଙ୍କର ମିଥ୍ୟାକୁ ପ୍ରମାଣ କରୁ। ଆମ୍ଭେ ନିର୍ବୋଧମାନଙ୍କର ଯାଦୁକାରୀ କାର୍ଯ୍ୟ ବିଫଳ କରୁ। ଜ୍ଞାନୀମାନଙ୍କର ଜ୍ଞାନକୁ ପ୍ରତିହତ କରୁ ଓ ସେମାନଙ୍କର ଜ୍ଞାନକୁ ଅଜ୍ଞାନତାରେ ପରିଣତ କରୁ।


ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ? ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ୱରୂପ ଗୋଷ୍ଠୀଗଣଙ୍କ ପାଇଁ ଫେରି ଆସ।


ସଦାପ୍ରଭୁ କୁହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ପାପ ପାଇଁ ଓ ତୁମ୍ଭମାନଙ୍କ ପିତୃପୁରୁଷଙ୍କ ପାପ ପାଇଁ ଉଭୟଙ୍କୁ ପ୍ରତିଫଳ ଦେବା।” କାରଣ “ସେମାନେ ପର୍ବତଗୁଡ଼ିକ ଉପରେ ଧୂପ ଜଳାଇଛନ୍ତି ଓ ଉପପର୍ବତଗୁଡ଼ିକ ଉପରେ ଆମ୍ଭର ନିନ୍ଦା କରିଛନ୍ତି। ଏଣୁ ସେମାନଙ୍କ କାର୍ଯ୍ୟର ମାନ କଳନା କରି ପ୍ରତିଫଳ ସେମାନଙ୍କ କୋଳରେ ଦେବା।”


ପରମେଶ୍ୱର ପରାମର୍ଶଦାତାମାନଙ୍କର ଜ୍ଞାନକୁ ହରଣ କରି ନିଅନ୍ତି ଓ ନେତା ବା ବିଗ୍ଭରକମାନଙ୍କୁ ନିର୍ବୋଧରେ ପରିଣତ କରନ୍ତି।


ପୁଣି ସେହି ସ୍ଥାନରେ ଆମ୍ଭେ ଯିହୁଦାର ଓ ଯିରୁଶାଲମର ସମସ୍ତ ସାଜସଜ୍ଜା ବ୍ୟର୍ଥ କରିବା। ତା'ପରେ ସେମାନଙ୍କୁ ସେମାନଙ୍କର ଶତ୍ରୁମାନଙ୍କର ‌‌ଖ‌ଡ଼୍‌ଗରେ ଧ୍ୱଂସ ହେବାକୁ ଆମ୍ଭେ ଦେବା। ଆମ୍ଭେ ସେମାନଙ୍କର ଶବକୁ ପକ୍ଷୀମାନଙ୍କୁ ଓ ପଶୁମାନଙ୍କୁ ଖାଦ୍ୟ ରୂପେ ଦେବା।


Swiv nou:

Piblisite


Piblisite