ଯିଶାଇୟ 29:19 - ପବିତ୍ର ବାଇବଲ19 ସଦାପ୍ରଭୁଙ୍କଠାରେ ଦରିଦ୍ର, ନମ୍ର ଲୋକମାନେ ଆନନ୍ଦ ବଢ଼ାଇବେ। ଲୋକମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମ ସ୍ୱରୂପଙ୍କଠାରେ ଉଲ୍ଲାସ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ଵରୂପଙ୍କଠାରେ ଉଲ୍ଲାସ କରିବେ। Gade chapit laଓଡିଆ ବାଇବେଲ19 ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ। Gade chapit la |
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।
ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା'ର ଅଣ୍ଟାର ବଳୟ ସଦୃଶ ହେବ।