ଯିଶାଇୟ 29:23 - ପବିତ୍ର ବାଇବଲ23 ସେମାନେ ଯେତେବେଳେ ମୋର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣଙ୍କୁ ନିଜ ମଧ୍ୟରେ ଦେଖିବେ ସେତେବେଳେ ସେମାନେ ମୋର ନାମକୁ ପବିତ୍ର ବୋଲି ମାନିବେ। ଆଉ ମଧ୍ୟ ଯାକୁବର ଧର୍ମସ୍ୱରୂପକୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ମାନ ଓ ଭକ୍ତି କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ଵରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ଵରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ଵରଙ୍କୁ ସମ୍ଭ୍ରମ କରିବେ। Gade chapit laଓଡିଆ ବାଇବେଲ23 ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ। Gade chapit la |