ଯିଶାଇୟ 29:7 - ପବିତ୍ର ବାଇବଲ7 ବହୁ ଜାତିଗଣ ଅରୀୟେଲ ବିପକ୍ଷରେ ଯୁଦ୍ଧ କରିବେ, ଏବଂ ତାହାର ସୁଦୃଢ଼ ଦୁର୍ଗ ଭିତରକୁ ପ୍ରବେଶ କରିବେ, ତାହା ରାତ୍ରିକାଳୀନ ସ୍ୱପ୍ନ ଓ ଦର୍ଶନ ତୁଲ୍ୟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକାରଣ୍ୟ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ଵପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ। Gade chapit laଓଡିଆ ବାଇବେଲ7 ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ। Gade chapit la |
ହେ ଯିହୁଦା ଗ୍ଭହଁ! ପର୍ବତ ଆଡ଼କୁ ଗ୍ଭହଁ। ଜଣେ ଦୂତ ଉତ୍ତମ ସନ୍ଦେଶ ଆଣି ଆସୁଛନ୍ତି। ସେ କୁହନ୍ତି, ଶାନ୍ତି ଆସିଛି। ହେ ଯିହୁଦା, ତୁମ୍ଭର ଉତ୍ସବ ପାଳନ କର। ତୁମ୍ଭର ଶପଥ ପୂର୍ଣ୍ଣ କର। ସେହି ମନ୍ଦ ଲୋକ ଆଉ ଆସିବେ ନାହିଁ। ସେମାନେ ତୁମ୍ଭମାନଙ୍କୁ ପୁନର୍ବାର ଆକ୍ରମଣ କରି ପାରିବେ ନାହିଁ। କାହିଁକି ସେମାନେ ଆକ୍ରମଣ କରି ପାରିବେ ନାହିଁ? କାରଣ ସେହି ମନ୍ଦ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ପାଇଛନ୍ତି।