ଯିଶାଇୟ 3:12 - ପବିତ୍ର ବାଇବଲ12 ବାଳକମାନେ ମୋର ଲୋକମାନଙ୍କୁ ପରାଜିତ କରିବେ ଓ ସ୍ତ୍ରୀମାନେ ମୋର ଲୋକମାନଙ୍କୁ ଶାସନ କରିବେ। ହେ ମୋର ଲୋକମାନେ, ତୁମ୍ଭମାନଙ୍କର ପଥପ୍ରଦର୍ଶକ ତୁମ୍ଭମାନଙ୍କୁ ବିପଥଗାମୀ କରୁଛନ୍ତି। ସେମାନେ ତୁମ୍ଭମାନଙ୍କୁ ନ୍ୟାୟପଥରୁ ଦୂରେଇ ନିଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)12 ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି। Gade chapit laଓଡିଆ ବାଇବେଲ12 ମୋ’ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋ’ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି। Gade chapit la |
କେତେକ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟଦ୍ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।