ଯିଶାଇୟ 3:15 - ପବିତ୍ର ବାଇବଲ15 ତୁମ୍ଭେମାନେ କେଉଁ ଅଧିକାରରେ ମୋର ଲୋକମାନଙ୍କୁ ଅତ୍ୟାଗ୍ଭର କଲ? କେଉଁ ଅଧିକାରରେ ଦରିଦ୍ରମାନଙ୍କର ମୁଖକୁ ଘଷି ମଳିନ କଲ?” ମୋର ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି। Gade chapit laଓଡିଆ ବାଇବେଲ15 ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କ’ଣ ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 “ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ?” ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି। Gade chapit la |
ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ। ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା। ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା। ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।