Biblia Todo Logo
Bib sou entènèt

- Piblisite -




ଯିଶାଇୟ 3:18 - ପବିତ୍ର ବାଇବଲ

18 ସେହି ସମୟରେ, ସଦାପ୍ରଭୁ ସେହି ସ୍ତ୍ରୀଲୋକମାନେ ଗର୍ବ କରୁଥିବା ଜିନିଷଗୁଡ଼ିକୁ ସେମାନଙ୍କଠାରୁ କାଢ଼ିନେବେ। ସେ ସେମାନଙ୍କ ପାଦରୁ ନୂପୁର ଏବଂ ସେମାନଙ୍କ ବେକରୁ ଚନ୍ଦ୍ରାହାର କାଢ଼ିନେବେ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେ ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ଵରୂପ ନୂପୁର ଓ ଜାଲିବସ୍ତ୍ର ଓ ଚନ୍ଦ୍ରହାର;

Gade chapit la Kopi

ଓଡିଆ ବାଇବେଲ

18 ସେହି ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ୱରୂପ ନୂପୁର, ଜାଲିବସ୍ତ୍ର, ଚନ୍ଦ୍ରହାର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେହି ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ୱରୂପ ନୂପୁର, ଜାଲିବସ୍ତ୍ର, ଚନ୍ଦ୍ରହାର;

Gade chapit la Kopi




ଯିଶାଇୟ 3:18
7 Referans Kwoze  

ଏହା ପରେ ସେବହ ଓ ସ‌ଲ୍‌ମୁନ୍ନ କହିଲେ, “ଆସ ଓ ତୁମ୍ଭେ ନିଜେ ଆମ୍ଭଙ୍କୁ ହତ୍ୟା କର। ତୁମ୍ଭେ ଜଣେ ଶକ୍ତିଶାଳୀ ମନୁଷ୍ୟ। ତୁମ୍ଭେ ଏହା କରି ପାରିବ।” ତେଣୁ ଗିଦିୟୋନ ଉଠି ପଡ଼ିଲେ ଓ ସେମାନଙ୍କୁ ହତ୍ୟା କଲେ। ସେମାନଙ୍କ ଓଟମାନଙ୍କ ଗଳାରେ ଥିବା ସମସ୍ତ ଚନ୍ଦ୍ରହାର ସେ କାଢ଼ି ନେଲେ।


ସେଥିରେ ଚନ୍ଦ୍ରହାର, ଝୁମୁକା ଓ ମିଦିୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗର ବସ୍ତ୍ର ଓ ସେମାନଙ୍କର ଓଟର ଗଳାହାର ଛଡ଼ା ତାହାର ପ୍ରାର୍ଥୀତ, ସୁବର୍ଣ୍ଣ ନଗର ପରିମାଣ 1,700 ଶେକଲ ସୁନା ହେଲା।


ତୁମ୍ଭର କେଶ, ସୁନା ଅଳଙ୍କାର ବା ସୁନ୍ଦର ବସ୍ତ୍ର ଉପରେ ତୁମ୍ଭର ସୌନ୍ଦର୍ଯ୍ୟ ନିର୍ଭର କରେ ନାହିଁ।


ମୋର ପ୍ରଭୁ ସେହି ସିୟୋନ କନ୍ୟାମାନଙ୍କର ମସ୍ତକରେ ଘାଆ କରିବେ। ସଦାପ୍ରଭୁ ସେହି ସ୍ତ୍ରୀଲୋକମାନଙ୍କର ମସ୍ତକର କେଶ ରାଶିକୁ ଉତ୍ପାଟନ କରିବେ।


ଆଉ ମଧ୍ୟ କର୍ଣ୍ଣକୁଣ୍ଡଳ, ଚୁଡ଼ି ଓ ଘୁମଟା କାଢ଼ିନେବେ।


ସେମାନେ ତୁମ୍ଭକୁ ବିବସ୍ତ୍ରା କରି ତୁମ୍ଭର ସୁନ୍ଦର ଅଳଙ୍କାର ସବୁ ନେଇଯିବେ।


“ଦୂରରୁ ପୁରୁଷମାନେ ଆସିବା ପାଇଁ ତୁମ୍ଭେମାନେ ଦୂତ ପଠାଇଲ। ସେମାନେ ପ୍ରେରିତ ଦୂତମାନଙ୍କ ଦ୍ୱାରା ଆସିଲେ। ସେମାନଙ୍କ ପାଇଁ ତୁମ୍ଭେ ସ୍ନାନ କଲ, ଆଖିରେ ଅଞ୍ଜନ ଦେଲ ଓ ଅଳଙ୍କାର ବିଭୂଷିତା ହେଲେ।


Swiv nou:

Piblisite


Piblisite