Biblia Todo Logo
Bib sou entènèt

- Piblisite -




ଯିଶାଇୟ 3:19 - ପବିତ୍ର ବାଇବଲ

19 ଆଉ ମଧ୍ୟ କର୍ଣ୍ଣକୁଣ୍ଡଳ, ଚୁଡ଼ି ଓ ଘୁମଟା କାଢ଼ିନେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କର୍ଣ୍ଣଭୂଷଣ ଓ ଚୁଡ଼ି ଓ ଘୁମୁଟା;

Gade chapit la Kopi

ଓଡିଆ ବାଇବେଲ

19 କର୍ଣ୍ଣଭୂଷଣ, ଚୁଡ଼ି, ଘୁମୁଟା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କର୍ଣ୍ଣଭୂଷଣ, ଚୁଡ଼ି, ଘୁମୁଟା;

Gade chapit la Kopi




ଯିଶାଇୟ 3:19
14 Referans Kwoze  

ଆହୁରି ମୁଁ ତୁମ୍ଭକୁ ଅଳଙ୍କାରରେ ଭୂଷିତା କଲି। ତୁମ୍ଭ ହସ୍ତରେ କଙ୍କଣ ଓ ଗଳାଦେଶରେ ହାର ଦେଲି।


ଆମ୍ଭେମାନେ ପ୍ରତ୍ୟେକ ସୈନ୍ୟଙ୍କଠାରୁ ସଦାପ୍ରଭୁଙ୍କ ପାଇଁ ଉପହାର ସ୍ୱରୂପ ସୁବର୍ଣ୍ଣ କଙ୍କଣ, ବଳା, ଅଙ୍ଗୁରୀୟ, କୁଣ୍ତଳ ଓ ହାରସବୁ ଆଣିଅଛୁ। ଏହିସବୁ ସଦାପ୍ରଭୁଙ୍କୁ ଆମ୍ଭମାନଙ୍କର ପ୍ରାୟଶ୍ଚିତ ପାଇଁ ଉତ୍ସର୍ଗ କରୁଅଛୁ।”


ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେ ସମସ୍ତ ଆସି ଶିରୋମଣି ଓ କୁଣ୍ଡଳ ଓ ଅଙ୍ଗୁରୀୟ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ। ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁବର୍ଣ୍ଣର ମହାନ ଉପହାର ଉତ୍ସର୍ଗ କଲେ।


ଯିହୁଦା ପଗ୍ଭରିଲା, “ମୁଁ ତୁମ୍ଭକୁ କ’ଣ ଦିଏ ବୋଲି ଗ୍ଭହୁଁଛ?” ତାମର କହିଲା, “ତୁମ୍ଭର ଏହି ମୋହର, ସୁତ୍ର ଆଉ ହସ୍ତ ଯଷ୍ଟି।” ଯିହୁଦା ତାହା ସବୁ ତାମରକୁ ଦେଲା। ଏହା ପରେ ଯିହୁଦା ଓ ତାମର ମଧ୍ୟରେ ଦୈହିକ ସମ୍ପର୍କରୁ ତାମର ଗର୍ଭବତୀ ହେଲା।


ଏହା ପରେ ରିବିକା ପାଇଁ ଆଣିଥିବା ସବୁ ଉପହାର ତାଙ୍କୁ ଦେଲେ। ସେ ମଧ୍ୟ ତାଙ୍କୁ ସୁନ୍ଦର ବସ୍ତ୍ର ଓ ସୁନାରୂପା ଅଳଙ୍କାର ତାଙ୍କୁ ଦେଲେ। ସେ ମଧ୍ୟ ବହୁ ଦାମିକା ଉପହାର ତାଙ୍କ ମା ଓ ଭାଇକୁ ଦେଲେ।


ଓଟମାନେ ପାଣି ପିଇ ସାରିବା ପରେ ସେହି ଦାସ ରିବିକାଙ୍କୁ ଏକ ସୁନା ନଥ ପ୍ରଦାନ କଲେ ଯାହାର ଓଜନ ଅଧଭରି ଥିଲା। ଏବଂ ତା'ର ହାତ ପାଇଁ ଦୁଇଟି ବଳା ଯାହାର ଓଜନ ଦଶ ଭରି ଥିଲା।


ଲୋକମାନେ ତାମରକୁ ମାରିବାକୁ ଗଲେ, କିନ୍ତୁ ସେ ତା'ର ଶ୍ୱଶୁରଙ୍କ ନିକଟକୁ ବାର୍ତ୍ତା ପଠାଇ କହିଲା, “ଏହି ସମସ୍ତବସ୍ତୁ ଯାହାର ସେ ମୋତେ ଗର୍ଭବତୀ କରିଛି। ଏହି ମୋହର, ସୁତ୍ର ଓ ଯଷ୍ଟି କାହାର, ତାହା ଚିହ୍ନି ଦେଖ?”


ତେଣୁ ସମସ୍ତ ଲୋକ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଯାକୁବଙ୍କୁ ଦେଲେ। ସେମାନେ ମଧ୍ୟ ତାଙ୍କର କର୍ଣ୍ଣକୁଣ୍ଡଳ ସମସ୍ତ ଯାକୁବଙ୍କୁ ଦେଲେ। ଯାକୁବ ସେଗୁଡ଼ିକ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ପୋତି ଦେଲେ।


ସେହି ସମୟରେ, ସଦାପ୍ରଭୁ ସେହି ସ୍ତ୍ରୀଲୋକମାନେ ଗର୍ବ କରୁଥିବା ଜିନିଷଗୁଡ଼ିକୁ ସେମାନଙ୍କଠାରୁ କାଢ଼ିନେବେ। ସେ ସେମାନଙ୍କ ପାଦରୁ ନୂପୁର ଏବଂ ସେମାନଙ୍କ ବେକରୁ ଚନ୍ଦ୍ରାହାର କାଢ଼ିନେବେ।’


ଶିରୋଭୂଷଣ ଓ ପାଦର ବଳା, କଟିବନ୍ଧନୀ, ଅତରଦାନୀ ଓ କବଚ


ହାରୋଣ ସେହି ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କର ସ୍ତ୍ରୀ, ପୁତ୍ରକନ୍ୟାମାନଙ୍କର କର୍ଣ୍ଣ କୁଣ୍ଡଳ ମୋ’ ପାଖକୁ ଆଣ।”


ତେଣୁ ଲୋକମାନେ ସେହି କର୍ଣ୍ଣକୁଣ୍ଡଳ ଗୁଡ଼ିକୁ ସଂଗ୍ରହ କରି ହାରୋଣଙ୍କୁ ଦେଲେ।


ପୁଣି ମୁଁ ତୁମ୍ଭ ନାସିକାରେ ନୋଥ, କର୍ଣ୍ଣରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦେଲି।


Swiv nou:

Piblisite


Piblisite