ଯିଶାଇୟ 3:9 - ପବିତ୍ର ବାଇବଲ9 ସେମାନଙ୍କର ମୁଖମଣ୍ଡଳରୁ କୁକର୍ମ କରି ଦୋଷୀ ହେବାର ପରିଚୟ ମିଳେ। ଆଉମଧ୍ୟ ସେମାନେ ସେମାନଙ୍କର ପାପ ଲାଗି ଗର୍ବିତ। ସଦୋମର ଲୋକମାନଙ୍କ ପରି ସେମାନେ ସେମାନଙ୍କର ପାପକୁ ଗୋପନ ରଖନ୍ତି। ଏହା ସେମାନଙ୍କ ପାଇଁ କୁଫଳ ହେବ କାରଣ ସେମାନେ ନିଜେ ନିଜର ଅନିଷ୍ଟ କରିବାକୁ ଯାଆନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି। Gade chapit laଓଡିଆ ବାଇବେଲ9 ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି। Gade chapit la |
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।