ଯିଶାଇୟ 30:17 - ପବିତ୍ର ବାଇବଲ17 ଜଣେ ବ୍ୟକ୍ତିର ଧମକରେ ତୁମ୍ଭର ସହସ୍ର ଲୋକ ପଳାୟନ କରିବେ। ପାଞ୍ଚ ଜଣଙ୍କ ଧମକରେ ତୁମ୍ଭେମାନେ ସମସ୍ତେ ପଳାୟନ କରିବ। କେବଳ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡସ୍ୱରୂପ ହୋଇ ଅବଶିଷ୍ଟ ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ଵରୂପ ଓ ଉପପର୍ବତରେ ପତାକାର ଦଣ୍ତ ସ୍ଵରୂପ ହୋଇ ଅବଶିଷ୍ଟ ରହିବ। Gade chapit laଓଡିଆ ବାଇବେଲ17 ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ। Gade chapit la |