ଯିଶାଇୟ 30:19 - ପବିତ୍ର ବାଇବଲ19 ସଦାପ୍ରଭୁଙ୍କର ସନ୍ତାନଗଣ ଯିରୁଶାଲମର ସିୟୋନ ପର୍ବତରେ ବାସ କରିବେ। ତୁମ୍ଭେମାନେ ଆଉ କ୍ରନ୍ଦନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ରୋଦନ ଶୁଣିବେ ଓ ତୁମ୍ଭମାନଙ୍କୁ ଅନୁଗ୍ରହ କରିବେ। ସେ ଶୁଣିବା ମାତ୍ରେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ। Gade chapit laଓଡିଆ ବାଇବେଲ19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବାମାତ୍ରେ ତୁମ୍ଭକୁ ଉତ୍ତର ଦେବେ। Gade chapit la |