ଯିଶାଇୟ 30:25 - ପବିତ୍ର ବାଇବଲ25 ଯେଉଁଦିନ ଗଣହତ୍ୟା ହେବ ଓ ଦୁର୍ଗସବୁ ପତିତ ହେବ। ସେହି ଦିନ ଉଚ୍ଚ ପର୍ବତ ଓ ପାହାଡ଼ମାନଙ୍କରେ ଝରଣା ଓ ଜଳସ୍ରୋତ ପ୍ରବାହିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ। Gade chapit laଓଡିଆ ବାଇବେଲ25 ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ। Gade chapit la |
ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାଯ୍ୟରେ ସଂଗ୍ରାମ କରୁ ସେଗୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ରରେ ପରମେଶ୍ୱରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତ୍ରୁର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରିପାରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାଯ୍ୟରେ ଆମ୍ଭେ ଲୋକଙ୍କ ସମସ୍ତ ଯୁକ୍ତି ଓ ପରମେଶ୍ୱରଙ୍କ ଜ୍ଞାନ ବିରୁଦ୍ଧରେ ଉଠୁଥିବା ପ୍ରତ୍ୟେକ ଗର୍ବର କଥା ଖଣ୍ଡନ କରୁ।