ଯିଶାଇୟ 30:27 - ପବିତ୍ର ବାଇବଲ27 ଦେଖ! ସଦାପ୍ରଭୁଙ୍କର ନାମ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି। ତାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)27 ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ଵଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ଵା ସର୍ବଗ୍ରାସକ ଅଗ୍ନି ତୁଲ୍ୟ; Gade chapit laଓଡିଆ ବାଇବେଲ27 ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ; Gade chapit la |