ଯିଶାଇୟ 30:29 - ପବିତ୍ର ବାଇବଲ29 ସେହି ସମୟରେ ପବିତ୍ର ଉତ୍ସବ ପାଳନ ରାତ୍ରିପରି ତୁମ୍ଭେମାନେ ଆନନ୍ଦରେ ଗାନ କରିବ। ପୁଣି ସଦାପ୍ରଭୁଙ୍କ ପର୍ବତକୁ ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)29 ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ। Gade chapit laଓଡିଆ ବାଇବେଲ29 ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ। Gade chapit la |
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”