ଯିଶାଇୟ 30:3 - ପବିତ୍ର ବାଇବଲ3 “ମାତ୍ର ଫାରୋର ବଳ ତୁମ୍ଭମାନଙ୍କୁ ସୁରକ୍ଷା ଦେଇ ପାରିବ ନାହିଁ କି ମିଶର ତୁମ୍ଭମାନଙ୍କୁ ଆଶ୍ରୟ ଦେଇ ପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ। Gade chapit laଓଡିଆ ବାଇବେଲ3 ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ। Gade chapit la |
“ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିରୁଶାଲମର ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସେହିପରି ଯେଉଁମାନେ ମିଶରରେ ପ୍ରବାସ କରିବେ, ଆମ୍ଭେ ସେମାନଙ୍କ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢାଳିବା। ଆଉ ତୁମ୍ଭେମାନେ ଅଭିଶପ୍ତ, ବିସ୍ମୟ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଦେଖିବ ନାହିଁ।’