ଯିଶାଇୟ 31:2 - ପବିତ୍ର ବାଇବଲ2 ମାତ୍ର ସଦାପ୍ରଭୁ ଜ୍ଞାନବାନ। ସେ ଅମଙ୍ଗଳ ଘଟାଇବେ। ସେ ନିଜର ବାକ୍ୟକୁ ଅନ୍ୟଥା କରିବେ ନାହିଁ। ସେ ମନ୍ଦାଗ୍ଭରୀମାନଙ୍କ ପ୍ରତିକୂଳରେ ଓ ଅଧର୍ମାଗ୍ଭରୀମାନଙ୍କ ସହାୟକଗଣଙ୍କ ବିରୁଦ୍ଧରେ ଉଠିବେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ। Gade chapit laଓଡିଆ ବାଇବେଲ2 ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ। Gade chapit la |
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”
ସମସ୍ତ ଲୋକ ଅଧର୍ମୀ। ତେଣୁ ସଦାପ୍ରଭୁଙ୍କ ପାଖରେ ଯୁବକମାନଙ୍କ ପାଇଁ ଅନୁକମ୍ପା ନାହିଁ। ସଦାପ୍ରଭୁ ଯୁବକମାନଙ୍କ ଉପରେ ସୁଖୀ ନୁହନ୍ତି। ଆଉମଧ୍ୟ ସଦାପ୍ରଭୁ ବିଧବା ଓ ଅନାଥମାନଙ୍କୁ ଦୟା କରିବେ ନାହିଁ। କାରଣ, ସମସ୍ତେ ଅଧର୍ମୀ ଓ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରନ୍ତି। ପୁଣି ସେମାନେ ମିଥ୍ୟା କୁହନ୍ତି। ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ସର୍ବଦା କ୍ରୋଧିତ ହୁଅନ୍ତି ଓ ସର୍ବଦା ଦଣ୍ଡ ଦିଅନ୍ତି।