Biblia Todo Logo
Bib sou entènèt

- Piblisite -




ଯିଶାଇୟ 31:7 - ପବିତ୍ର ବାଇବଲ

7 କାରଣ ତୁମ୍ଭେମାନେ ପ୍ରତ୍ୟେକ ସ୍ୱର୍ଣ୍ଣ ଓ ରୌପ୍ୟ ନିର୍ମିତ ପ୍ରତିମାଗୁଡ଼ିକୁ ପୂଜା କରି ପାପ କରିଛ। ତେଣୁ ସେଗୁଡ଼ିକୁ ତୁମ୍ଭେମାନେ ପକାଇ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ଵର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।

Gade chapit la Kopi

ଓଡିଆ ବାଇବେଲ

7 କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ- ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।

Gade chapit la Kopi




ଯିଶାଇୟ 31:7
8 Referans Kwoze  

ତୁମ୍ଭମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ଆଚ୍ଛାଦିତ ପ୍ରତିମାଗୁଡ଼ିକ ତୁମ୍ଭମାନଙ୍କୁ ପାପାଶକ୍ତି ବା ଅଶୁଚି କରିଦେଇଛନ୍ତି। ମାତ୍ର ତୁମ୍ଭେମାନେ ସେହି ମିଥ୍ୟା ପ୍ରଭୁଙ୍କୁ ଆଉ ସେବା କରିବ ନାହିଁ। ଆଉ ତୁମ୍ଭେମାନେ ସେଗୁଡ଼ିକୁ ଅଶୁଚି ବସ୍ତୁ ତୁଲ୍ୟ ଫିଙ୍ଗି ଦେବ ଏବଂ କହିବ “ଏଠାରୁ ବାହାରି ଯାଅ।”


ସେତେବେଳେ ଲୋକମାନେ ସେମାନଙ୍କ ଦ୍ୱାରା ନିର୍ମାଣ କରିଥିବା ଓ ପୂଜା କରୁଥିବା ସୁନା ଓ ରୂପାର ପ୍ରତିମାଗୁଡ଼ିକୁ ଫିଙ୍ଗି ଦେବେ। ସେମାନେ ସେହି ପ୍ରତିମାଗୁଡ଼ିକୁ ମୂଷିକ ଓ ବାଦୁଡ଼ିମାନଙ୍କର ଗହ୍ୱର ଭିତରରେ ଫିଙ୍ଗି ଦେବେ।


ମୁଁ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭେମାନେ ପବିତ୍ର ହେବ। ଆଉ ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।”


“ଇଫ୍ରୟିମ କହିବ, ପ୍ରତିମାଗୁଡ଼ିକରେ ମୋର କିଛି କରିବାର ନାହିଁ। ଆମ୍ଭେ ଉତ୍ତର ଦେବା, ଆମ୍ଭେ ସେହି ପ୍ରଭୁ ତୁମ୍ଭର ପ୍ରାର୍ଥନା ଶୁଣୁ ଓ ତୁମ୍ଭମାନଙ୍କ ଉପରେ ଦୃଷ୍ଟି ରଖୁ। ଆମ୍ଭେ ଗୋଟିଏ ଦେବଦାରୁ ଗଛପରି ଚିର ସବୁଜ। ତୁମ୍ଭର ଫଳ ଆମ୍ଭଠାରୁ ଆସେ।”


“ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମା ସକଳ ଅଗ୍ନିରେ ଦ‌‌ଗ୍‌‌ଧ କରିବ। ତୁମ୍ଭେ ଯେମନ୍ତ ଫାନ୍ଦରେ ନ ପଡ଼ିବ ସେଥିପାଇଁ ସେ ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ। କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ। କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ ଅଟେ।


“ଇଫ୍ରୟିମ ପାପପୂର୍ଣ୍ଣ ମୂର୍ତ୍ତି ପୂଜା କରିବା ପାଇଁ ଅଧିକରୁ ଅଧିକ ଯଜ୍ଞବେଦି ନିର୍ମାଣ କଲା। ତା’ ପାଇଁ ଏଗୁଡ଼ିକ ପାପ କରିବାର ଯଜ୍ଞବେଦି ହୋଇଛି।


ସେମାନେ ଆପଣା ହସ୍ତକୃତ ଯଜ୍ଞବେଦି ପ୍ରତି ଦୃଷ୍ଟି ପକାଇବେ ନାହିଁ। ପୁଣି ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ଦେବତାଗଣଗୁଡ଼ିକ ପ୍ରତି ଅନାଇବେ ନାହିଁ।


Swiv nou:

Piblisite


Piblisite