ଯିଶାଇୟ 32:1 - ପବିତ୍ର ବାଇବଲ1 ଦେଖ, ଜଣେ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିଗଣ ନ୍ୟାୟରେ ଶାସନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ଵ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ। Gade chapit laଓଡିଆ ବାଇବେଲ1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ। Gade chapit la |
ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା'ର ଅଣ୍ଟାର ବଳୟ ସଦୃଶ ହେବ।