ଯିଶାଇୟ 32:14 - ପବିତ୍ର ବାଇବଲ14 ମୋର ଲୋକମାନେ ରାଜନଗରୀ ପରିତ୍ୟାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ୟ ହେବ। ଗିରି ଓ ପ୍ରହରୀ ଦୁର୍ଗ ଚିରକାଳ ଗୁହାମୟ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)14 କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବନ୍ତ Gade chapit laଓଡିଆ ବାଇବେଲ14 କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ; Gade chapit la |
ନୀନିବୀ ବର୍ତ୍ତମାନ ଗର୍ବିତ ଅଟେ। ଲୋକମାନେ ନିଜକୁ ଅତି ନିରାପଦ ମନେ କରନ୍ତି। ସେମାନେ ଭାବନ୍ତି ନୀନିବୀ ପୃଥିବୀରେ ସବୁଠାରୁ ମହାନ ସ୍ଥାନ। କିନ୍ତୁ ସେହି ନଗରୀ ମଧ୍ୟ ଧ୍ୱଂସ ହେବ। ଏହା ଏକ ଶୂନ୍ୟସ୍ଥାନ ହେବ ଯେଉଁଠାରେ କେବଳ ବନ୍ୟପ୍ରାଣୀମାନେ ବିଶ୍ରାମ କରିବେ। ସେହି ବାଟ ଦେଇ ଯାଉଥିବା ଲୋକମାନେ ଶୁଶୁରି ବଜାଇବେ, ମୁଣ୍ତ ହଲାଇବେ ଯେତେବେଳେ ସେମାନେ ସେହି ନଗରୀଟିକୁ ଅତି ଶୋଚନୀୟ ଭାବରେ ଧ୍ୱଂସ ହେବାର ଦେଖିବେ।
ଏହି ସମସ୍ତ ଘଟିଲା ପରେ, ମନଃଶି ଦାଉଦଙ୍କ ନଗର ବାହାରେ ଏକ ପ୍ରାଚୀର ନିର୍ମାଣ କଲେ। ଏହି ପ୍ରାଚୀର ଉପତ୍ୟକାରେ ଥିଲା ଏବଂ ଗୀହୋନ ଝରଣାର ପଶ୍ଚିମ ପାର୍ଶ୍ୱରୁ ମତ୍ସ୍ୟ ଦ୍ୱାରର ପ୍ରବେଶ ପଥ ପର୍ଯ୍ୟନ୍ତ, ଓଫଲ ପର୍ବତର ଚତୁର୍ଦ୍ଦିଗରେ ବେଷ୍ଟନ କରି ରହିଥିଲା। ସେ ସେହି ପ୍ରାଚୀରକୁ ଅତି ଉଚ୍ଚ କଲେ। ଏହା ପରେ ଯିହୁଦାର ସବୁ ଦୁର୍ଗଗୁଡ଼ିକରେ ପଦାଧିକାରୀମାନଙ୍କୁ ସ୍ଥାପନ କଲେ।