ଯିଶାଇୟ 32:18 - ପବିତ୍ର ବାଇବଲ18 ମୋର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ନିରାପଦ ତମ୍ବୁରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ। Gade chapit laଓଡିଆ ବାଇବେଲ18 ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ। Gade chapit la |
ତା'ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ। ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ। ସେମାନେ ଖଡ଼୍ଗରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛାରେ ଦାଆ ତିଆରି କରିବେ। ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ। ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।