ଯିଶାଇୟ 32:2 - ପବିତ୍ର ବାଇବଲ2 ଯଦି ଏହା ଘଟିବ, ତେବେ ସେହି ମାନବ ବତାସରୁ ଆଶ୍ରୟସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରୟ, ଶୁଷ୍କ ଭୂମିରେ ଜଳସ୍ରୋତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାୟା ପ୍ରଦାୟକ ଶୈଳ ସଦୃଶ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ପ୍ରତ୍ୟେକ ମନୁଷ୍ୟ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ୍ ଶୈଳର ଛାୟା ସ୍ଵରୂପ ହେବେ। Gade chapit laଓଡିଆ ବାଇବେଲ2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ। Gade chapit la |
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।