Biblia Todo Logo
Bib sou entènèt

- Piblisite -




ଯିଶାଇୟ 32:20 - ପବିତ୍ର ବାଇବଲ

20 ତୁମ୍ଭମାନଙ୍କ ମଧ୍ୟରୁ କେତେକ ସଜଳ ସ୍ଥାନରେ ବୀଜ ବୁଣୁଛ ଓ ଗୋରୁ ଗର୍ଦ୍ଦଭମାନଙ୍କୁ ବାହାରେ ଚରିବାକୁ ଛାଡ଼ୁଛ, ସେଥିପାଇଁ ତୁମ୍ଭେମାନେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

20 ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।

Gade chapit la Kopi




ଯିଶାଇୟ 32:20
10 Referans Kwoze  

ତୁମ୍ଭେ ଯେଉଁଠାକୁ ଯାଅ, ଉତ୍ତମ କାର୍ଯ୍ୟ କର। କିଛି ସମୟ ପରେ ତୁମ୍ଭେ କରିଥିବା ଉତ୍ତମ କଥା ତୁମ୍ଭ ପାଖକୁ ଫେରି ଆସିବ।


ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସେମାନେ ଧାର୍ମିକ ଜୀବନଯାପନ ଦ୍ୱାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।


ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛରେ ପାଣି ଦେଲେ, କିନ୍ତୁ ପରମେଶ୍ୱର ତାକୁ ବଢ଼ିବାରେ ସାହାଯ୍ୟ କଲେ।


ଉଭୟ ପୁରୁଷ ଓ ସ୍ତ୍ରୀ ଅଧିକରୁ ଅଧିକ ପ୍ରଭୁଙ୍କୁ ବିଶ୍ୱାସ କଲେ। ସେମାନେ ବିଶ୍ୱାସୀଙ୍କ ଦଳରେ ସଂଯୁକ୍ତ ହେଲେ।


କିନ୍ତୁ ଉପଦେଶ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକ ଲୋକ ସେମାନଙ୍କ ବାର୍ତ୍ତା ବିଶ୍ୱାସ କଲେ। ତେଣୁ ବର୍ତ୍ତମାନ ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବିଶ୍ୱାସୀ ଥିଲେ।


ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସେମାନେ ବାପ୍ତିଜିତ ହେଲେ। ସେଦିନ ସେହି ବିଶ୍ୱାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ଯୋଗଦେଲେ।


Swiv nou:

Piblisite


Piblisite