ଯିଶାଇୟ 32:6 - ପବିତ୍ର ବାଇବଲ6 କାରଣ ଜଣେ ମୃତ ନିର୍ବୋଧ କଥା କହିବ ଓ ତାହାର ହୃଦୟରେ ଅଧର୍ମ କଥା କଳ୍ପନା କରିବ। ସେ ସର୍ବଦା ଭ୍ରାନ୍ତିମୂଳକ କାର୍ଯ୍ୟ କରିବ ସେ ସଦାପ୍ରଭୁଙ୍କ ପ୍ରତିକୂଳରେ ମନ୍ଦକଥା କହିବ। ସେ କ୍ଷୁଧିତକୁ ଖାଦ୍ୟ ଦେବ ନାହିଁ କି ତୃଷିତକୁ ଜଳଦାନ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ପାଷାଣ୍ତତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ। Gade chapit laଓଡିଆ ବାଇବେଲ6 କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ। Gade chapit la |
ସମସ୍ତ ଲୋକ ଅଧର୍ମୀ। ତେଣୁ ସଦାପ୍ରଭୁଙ୍କ ପାଖରେ ଯୁବକମାନଙ୍କ ପାଇଁ ଅନୁକମ୍ପା ନାହିଁ। ସଦାପ୍ରଭୁ ଯୁବକମାନଙ୍କ ଉପରେ ସୁଖୀ ନୁହନ୍ତି। ଆଉମଧ୍ୟ ସଦାପ୍ରଭୁ ବିଧବା ଓ ଅନାଥମାନଙ୍କୁ ଦୟା କରିବେ ନାହିଁ। କାରଣ, ସମସ୍ତେ ଅଧର୍ମୀ ଓ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରନ୍ତି। ପୁଣି ସେମାନେ ମିଥ୍ୟା କୁହନ୍ତି। ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ସର୍ବଦା କ୍ରୋଧିତ ହୁଅନ୍ତି ଓ ସର୍ବଦା ଦଣ୍ଡ ଦିଅନ୍ତି।