ଯିଶାଇୟ 33:13 - ପବିତ୍ର ବାଇବଲ13 “ହେ ଦୂରବର୍ତ୍ତୀ ଲୋକଗଣ, ଦୟାକରି ତୁମ୍ଭ କାନ ଆଣି ମୋ’ କୃତ କର୍ମର କଥା ଶୁଣ ଏବଂ ମୋ’ ନିକଟବର୍ତ୍ତୀ ସମୂହ, ଏହାକୁ ମୋର ପରାକ୍ରମ ସ୍ୱୀକାର କର।” Gade chapit laପବିତ୍ର ବାଇବଲ (Re-edited) - (BSI)13 ହେ ଦୂରବର୍ତ୍ତୀ ଲୋକସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ-ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ଵୀକାର କର। Gade chapit laଓଡିଆ ବାଇବେଲ13 ହେ ଦୂରବର୍ତ୍ତୀ ଲୋକସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ୱୀକାର କର।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ଦୂରବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ୱୀକାର କର।” Gade chapit la |