ଯିଶାଇୟ 33:15 - ପବିତ୍ର ବାଇବଲ15 ଯେଉଁ ଲୋକମାନେ ଧର୍ମ ପଥରେ ଗ୍ଭଲନ୍ତି ଓ ସରଳ କଥା କୁହନ୍ତି, ସେମାନେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ; Gade chapit laଓଡିଆ ବାଇବେଲ15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ; Gade chapit la |
ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ଅଛି। ଯଦି ମୁଁ କିଛି ଭୁଲ୍ କରିଛି ତୁମ୍ଭେମାନେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକୁ କୁହ। ମୁଁ କାହାର ଗଧ କିମ୍ବା ଗାଈ ଗ୍ଭେରି କରିଛି କି? ମୁଁ କାହାକୁ ଆଘାତ କିମ୍ବା ଧକ୍କା ଦେଇଛି କି? ମୁଁ ମୋର ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇ ନାହିଁ, ଯେପରିକି ମୁଁ ଅନ୍ୟ ଦ୍ୱାରା ଅପରାଧ କରିଥିବା ଉପଦ୍ରବ୍ୟ ଦେଖି ନ ପାରେ? ଯଦି ମୁଁ ଏଥିରୁ କୌଣସିଟି କରିଛି, ତେବେ ମୁଁ ତାହା ଭରଣା କରିବା ପାଇଁ ପ୍ରସ୍ତୁତ ଅଛି।”