ଯିଶାଇୟ 33:17 - ପବିତ୍ର ବାଇବଲ17 ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ। ଏକ ବହୁ ଦୂରବ୍ୟାପୀ ଦେଶକୁ ଦେଖିବ। Gade chapit laପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ। Gade chapit laଓଡିଆ ବାଇବେଲ17 ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ। Gade chapit la |
କାହିଁକି ଏସବୁ ହେବ? କାରଣ ପ୍ରବଳ ଶକ୍ତିମାନ ସଦାପ୍ରଭୁ ଆମ୍ଭମାନଙ୍କର ସହାୟକ ହେବେ। ସେ ସ୍ଥାନ ପ୍ରଶସ୍ତ ନଦନଦୀ ଓ ସ୍ରୋତ ସମୂହର ସ୍ଥାନ ହେବ। କିନ୍ତୁ ସେହି ନଦୀମାନଙ୍କରେ ଆହୁଲା ଯୁକ୍ତ କୌଣସି ନୌକା ଗତି କରିବ ନାହିଁ କି ଭୟଙ୍କର ଜାହାଜ ତାହାକୁ ଅତିକ୍ରମ କରିବ ନାହିଁ। ତୁମ୍ଭେମାନେ ସେହି ପୋତର ରଜ୍ଜୁ ଛାଡ଼ି ଦେବ। ତୁମ୍ଭେମାନେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭେମାନେ ତୁମ୍ଭର ଜାହାଜକୁ ଖୋଲିବାକୁ କ୍ଷମ ହେବ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଗ୍ଭରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ। ତେଣୁ ସଦାପ୍ରଭୁ ଆମ୍ଭମାନଙ୍କୁ ବିପୁଳ ସମ୍ପଦ ଦେବେ। ଏପରିକି ଛୋଟ ଲୋକ ମଧ୍ୟ ଲୁଟିତ ସମ୍ପଦ ପାଇବ।