ଯିଶାଇୟ 34:13 - ପବିତ୍ର ବାଇବଲ13 ସେଠାରେ ଥିବା ଅଟ୍ଟାଳିକାଗୁଡ଼ିକ କଣ୍ଟକ ଦ୍ୱାରା ଓ ଦୁର୍ଗଗୁଡ଼ିକ ବିଛୁଆତି ଓ କଣ୍ଟକଲତା ଦ୍ୱାରା ଆଚ୍ଛାଦିତ ହେବ। ତାହା ଶୃଗାଳମାନଙ୍କର ବାସସ୍ଥାନ ଓ ଓଟପକ୍ଷୀମାନଙ୍କର ଚରାସ୍ଥାନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି ଓ କଣ୍ଟକ ଲତା ବଢ଼ିବ ଓ ତାହା ଶୃଗାଳଗଣର ବାସସ୍ଥାନ ଓ ଉଷ୍ଟ୍ରପକ୍ଷୀ-ଗଣର ଚରାସ୍ଥାନ ହେବ। Gade chapit laଓଡିଆ ବାଇବେଲ13 ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକ ଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ। Gade chapit la |
ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମୋୟାବ ଓ ଅମ୍ମୋନର ଲୋକମାନେ ସଦୋମ ଓ ହମୋରା ପରି ଧ୍ୱଂସ ହେବେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସେମାନଙ୍କର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହେବ। ସେମାନଙ୍କର ଭୂମିରେ ଅନାବନା ଗଛ ବ୍ୟାପିଯିବ। ମରୁସାଗର ପରି ସେମାନଙ୍କର ଭୁମି ଲବଣାକ୍ତ ହେବ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫେରି ପାଇବେ।”