Biblia Todo Logo
Bib sou entènèt

- Piblisite -




ଯିଶାଇୟ 34:14 - ପବିତ୍ର ବାଇବଲ

14 ସେଠାରେ ବନ୍ୟପଶୁଗଣ ଗଧିଆମାନଙ୍କ ସହିତ ମିଶି ବାସ କରିବେ। ବନ୍ୟଛାଗ ତା'ର ସାଥୀମାନଙ୍କୁ ଡାକିବ ଓ ନିଶାଚରମାନେ ସେଠାରେ ବାସ କରିବେ ଓ ବିଶ୍ରାମ ସ୍ଥାନ ଲାଭ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକି ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ ସ୍ଥାନ ପାଇବ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକୁ ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ ସ୍ଥାନ ପାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକୁ ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ-ସ୍ଥାନ ପାଇବ।

Gade chapit la Kopi




ଯିଶାଇୟ 34:14
5 Referans Kwoze  

“ବାବିଲ ଆଉ କେବେ ଜନବସତି ଯୋଗ୍ୟ ହେବ ନାହିଁ। ବନ୍ୟପଶୁ, କେନ୍ଦୁଆମାନେ ସେଠାରେ ବାସ କରିବେ। ଓଟପକ୍ଷୀମାନେ ବିଶ୍ରାମ କରିବେ। ତାହା ପୁରୁଷାନୁକ୍ରମେ ବସତି ଯୋଗ୍ୟ ହେବ ନାହିଁ।”


“ହା‌‌‌ତ୍‌‌‌ସୋର ଶୃଗାଳମାନଙ୍କର ବାସସ୍ଥାନ ହେବ। କୌଣସି ଲୋକ ସେଠାରେ ବାସ କରିବେ ନାହିଁ, କିଅବା କୌଣସି ମନୁଷ୍ୟ ସନ୍ତାନ ତା’ ମଧ୍ୟରେ ପ୍ରବାସ କରିବେ ନାହିଁ। ତାହା ଚିରକାଳ ନିର୍ଜନ ସ୍ଥାନ ହୋଇ ରହିବ।”


ତା'ପରେ ବାବିଲ ଏକ ଧ୍ୱଂସ ସ୍ତୁପରେ ପରିଣତ ହେବ ଏବଂ ତାହା ଶୃଗାଳମାନଙ୍କର ବାସସ୍ଥାନ ହେବ। ଲୋକମାନେ ଏହା ଦେଖି ଆତଙ୍କିତ ହେବେ ଏବଂ ଯେତେବେଳେ ସେମାନେ ଏହା ଦେଖିବେ ‘ଶୀସ୍’ ଶବ୍ଦ କରିବେ। କାରଣ ସେ ନିର୍ଜନ ସ୍ଥାନ ହେବ।


ଆମ୍ଭେ ଏଷୌକୁ ଘୃଣା କଲୁ। ଆମ୍ଭେ ଏଷୌର ପର୍ବତଗୁଡ଼ିକୁ ଧ୍ୱଂସ କଲୁ। ଏଷୌର ମାତୃଭୂମି ଧ୍ୱଂସ ପାଇଲା ଏବଂ ସେଠାରେ କେବଳ ଶୃଗାଳ ବାସ କରିଲେ।”


Swiv nou:

Piblisite


Piblisite