Biblia Todo Logo
Bib sou entènèt

- Piblisite -




ଯିଶାଇୟ 34:15 - ପବିତ୍ର ବାଇବଲ

15 ପେଗ୍ଭଗଣ ସେଠାରେ ବାସ କରିବେ ଏବଂ ପରିବାରକୁ ବୃଦ୍ଧି କରିବେ। ଚିଲମାନେ ନିଜର ସଙ୍ଗିନୀ ସହିତ ମିଳିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ଵ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ।

Gade chapit la Kopi

ଓଡିଆ ବାଇବେଲ

15 ସେହି ସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେହି ସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ।

Gade chapit la Kopi




ଯିଶାଇୟ 34:15
2 Referans Kwoze  

ସେମାନେ ବିଷଧର କାଳସର୍ପର ଅଣ୍ଡା ଫୁଟାନ୍ତି ଓ ବୁଢ଼ିଆଣୀର ଜାଲ ବୁଣନ୍ତି। ଯେକେହି ସେହି ଅଣ୍ଡା ଖାଏ ସେ ମୃତ୍ୟୁକୁ ଆମନ୍ତ୍ରଣ କରେ ଏବଂ ଯଦି ସେ ସେମାନଙ୍କୁ ଫୁଟାଏ, ସେଥିରୁ କାଳସର୍ପ ବାହାରେ।


Swiv nou:

Piblisite


Piblisite