ଯିଶାଇୟ 34:16 - ପବିତ୍ର ବାଇବଲ16 ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର। ସେଥିରେ ଲିଖିତ ଅଛି ସେମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ରହିବେ ନାହିଁ। କେହି ନିଜର ସଙ୍ଗିନୀକୁ ଛାଡ଼ିବ ନାହିଁ। କାରଣ ମୋର ମୁଖଦ୍ୱାରା ଏହି ଆଜ୍ଞା କରିଛନ୍ତି ଓ ତାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଛି। Gade chapit laପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ନୋହିବ, କେହି ଆପଣା ସଙ୍ଗିନୀବିହୀନ ନୋହିବ; କାରଣ ମୋʼ ମୁଖ ଦ୍ଵାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି। Gade chapit laଓଡିଆ ବାଇବେଲ16 ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋ’ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋʼ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି। Gade chapit la |
ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି।